ରାଜଧାନୀରୁ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ

15

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜଧାନୀରୁ ପୁଣି ୫ଜଣ କରୋନା ପଜିଟିଭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶନିବାର ସନ୍ଧ୍ୟାରେ ଏହି ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏମାନଙ୍କ ମଧ୍ୟରୁ ୪ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ଜଣେ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ କରି ସୂଚନା ଦେଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More