ରାଜ୍ୟରୁ ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ପୁଣି ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶନିବାର ଚିହ୍ନଟ ୧୭୩ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୭୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ ସେଣ୍ଟରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ବ୍ୟକ୍ତି ରହିଥିବା ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More