ରାଜ୍ୟରେ ଆଉ ୧୩୦ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୨୬୦୮କୁ ବୃଦ୍ଧି

53

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଶୁକ୍ରବାର ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୩୦ ସଂକ୍ରମିତଙ୍କ ମଧ୍ୟରୁ ୧୨୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More