ରାଜ୍ୟରେ ଆଉ ୪୪ ଆକ୍ରାନ୍ତ ମୃତ, ମୋଟ ମୃତ୍ୟୁ ସଂଖ୍ୟା ୩,୧୬୭କୁ ବୃଦ୍ଧି

26

Get real time updates directly on you device, subscribe now.

ଭୁବନେଶ୍ୱର(ସଂଘର୍ଷ ମିଡିଆ ) : ରାଜ୍ୟରେ ଥମୁନି କରୋନା ମୃତ୍ୟୁ। ୨୪ ଘଣ୍ଟାରେ ଆଉ ୪୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ୧୬୭ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More