ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୨ କରୋନା ଆକ୍ରାନ୍ତ ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧, ୭୧୬କୁ ବୃଦ୍ଧି

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଶନିବାର ୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧, ୭୧୬କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ଜଣାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More