ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ମୃତ, ୪ ଗୁରୁତର

216

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି) : ଦିଲ୍ଲୀ ବଦରପୁର ଫ୍ଲାଏଓଭରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଏବଂ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଥିବା ସୂଚନା ମିଳିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More