ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ, ୨ ମୃତ, ୩୦ରୁ ଊର୍ଦ୍ଧ୍ବ ଆହତ

105

Get real time updates directly on you device, subscribe now.

କୋରାପୁଟ(ସଂଘର୍ଷ ମିଡିଆ) : କୋରାପୁଟ ଜିଲା କୁନ୍ଦ୍ରା ବ୍ଲକରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଯାତ୍ରୀ ଗାଡ଼ି ଭାରସାମ୍ୟ ହରାଇ ବ୍ଲକର ଖଟଲାପଦର ପୋଲରୁ ତଳକୁ ଖସିପଡ଼ିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ୩୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More