ମୋ ବସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

49

Get real time updates directly on you device, subscribe now.

ଭୁବନଶ୍ଵର(ସଂଘର୍ଷ ମିଡିଆ) : – ମୋ ବସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରର ରଘୁନାଥପୁର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ପାରିକୁଦ ଅଞ୍ଚଳର ବୋଲି ସୂଚନା ମିଳିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ବସକୁ ଅଟକ ରଖିଥିଲେ। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More