ଆଜିଠାରୁ ବିଶ୍ଵର ସବୁଠୁ ବଡ ଘର ବାହୁଡା ଅଭିଯାନ, ବିଦେଶରୁ ପ୍ରବାସୀ ଭାରତୀୟଙ୍କୁ କରାଯିବ ଏୟାର ଲିଫ୍ଟ

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କରୋନା ଭାଇରସ କାରଣରୁ ବିଭିନ୍ନ ବିଦେଶରେ ରହୁଥିବା ପ୍ରବାସୀ ଭାରତୀୟମାନେ ଆଜିଠାରୁ ଘରକୁ ବାହୁଡିବେ । ଏଥି ପାଇଁ ଆଜିଠାରୁ ଭାରତ ଆରମ୍ଭ କରୁଛି ବିଶ୍ଵର ସବୁଠୁ ବଡ ଘର ବାହୁଡା ଅଭିଯାନ ‘ବନ୍ଦେ ଭାରତ ମିଶନ’ । କରୋନା ଭାଇରସ ପାଇଁ ବିଦେଶରେ ଫଶି ରହିଥିବା ହଜାର ହଜାର ପ୍ରବାସୀ ଭାରତୀୟମାନଙ୍କୁ ଫେରାଇ ଆଣିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ବନ୍ଦେ ଭାରତ ମିଶନ’ ଓ ‘ସେତୁ ସମୁଦ୍ର’ ଦୁଇଟି ଅଭିଯାନ ଆରମ୍ଭ ହୋଇଛି । ‘ବନ୍ଦେ ଭାରତ ମିଶନ’ ରେ ବିମାନ ମାଧ୍ୟମରେ ପ୍ରବାସୀ ଭାରତୀୟଙ୍କୁ ଫେରାଇ ଅଣାଯାଉଥିବା ବେଳେ ‘ସେତୁ ସମୁଦ୍ର’ ମିଶନରେ ଜାହାଜ ମାଧ୍ୟମରେ ପ୍ରବାସୀ ଭାରତୀୟଙ୍କୁ ଫେରାଇ ଅଣାଯିବ । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More