ଆଜିର ଦିନ ସବୁ ଭାରତୀୟଙ୍କ ପାଇଁ ଏକ ଐତିହାସିକ ଦିନ: ଲାଲକୃଷ୍ଣ ଆଡଭାଣୀ

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଅଯୋଧ୍ୟାରେ ଆଜି ଅନୁଷ୍ଠିତ ହୋଇଛି ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ । ଭୂମି ପୂଜନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ପିତାମହ ଭୀଷ୍ମ ତଥା ମାର୍ଗଦର୍ଶକ ଲାଲକୃଷ୍ଣ ଆଡଭାଣୀ ଏକ ଭିଡିଓ ଜାରି କରି ରାମ ମନ୍ଦିରକୁ ନେଇ ବଡ ବୟାନ ଦେଇଛନ୍ତି । ଭିଡିଓରେ ଆଡଭାଣୀ କହିଛନ୍ତି  କହିଛନ୍ତି ମୋର ସ୍ବପ୍ନ ପୂରଣ ହୋଇଛି । ଆଜିର ଦିନ ସବୁ ଭାରତୀୟଙ୍କ ପାଇଁ ଏକ ଐତିହାସିକ ଦିନ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More