ଆଜି ରାତି ୭ଟାରେ ରାଷ୍ଟ୍ରକୁ ସମ୍ବୋଧନ କରିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

18

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି ) : ୭୬ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରକୁ ସମ୍ବୋଧନ କରିବେ। ଆକାଶବାଣୀ ଓ ଦୂରଦର୍ଶନର ସମସ୍ତ ଚ୍ୟାନେଲରେ ଏହି କାର୍ଯ୍ୟକ୍ରମ ପ୍ରସାରିତ ହେବ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More