ଆନ୍ତର୍ଜାତିକ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆନ୍ତର୍ଜାତିକ ବିମାନ ଚଳାଚଳ ଉପରେ ରହିଥିବା ପ୍ରତିବନ୍ଧକକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହା ପୂର୍ବରୁ ୩୧ ଜୁଲାଇ ପର୍ଯ୍ୟନ୍ତ ଆନ୍ତର୍ଜାତିକ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକ ରହିଥିଲା । ଏହାକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ତେବେ ଏହି ସମୟରେ ବନ୍ଦେ ଭାରତ ମିଶନ ଅଭିଯାନରେ ଚାଲୁଥିବା ବିମାନରେ ପ୍ରବାସୀ ଭାରତୀୟ ଭାରତ ଫେରି ପାରିବେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More