ଆସନ୍ତା ଜୁଲାଇ ସୁଦ୍ଧା ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫.୫ ଲକ୍ଷ ଟପିବ: ଉପମୁଖ୍ୟମନ୍ତ୍ରୀ ଶିଶୋଦିଆ

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦିଲ୍ଲୀରେ ଯେଉଁଭଳି ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି ତାହା ଅତ୍ୟନ୍ତ ଚିନ୍ତାଜନକ। ଯଦି ଏହି ହାରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼େ, ତେବେ ଆଗାମୀ ଜୁଲାଇ ଶେଷ ସୁଦ୍ଧା ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାଢ଼େ ୫ ଲକ୍ଷ ଅତିକ୍ରମ କରିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ମନିଷ ଶିଶୋଦିଆ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More