ଆସନ୍ତା ଶୀତଋତୁ ବେଳକୁ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇପାରେ : ଡ଼ା. ରଣଦୀପ ଗୁଲେରିଆ

18

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିଲେ ମଧ୍ୟ ସ୍ଥିତି ଏକପ୍ରକାର ନିୟନ୍ତ୍ରଣରେ ରହିଛି । ତେବେ କରୋନାର ପରବର୍ତୀ ପର୍ଯ୍ୟାୟ ପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ପଡ଼ିବ । ଆସନ୍ତା ଶୀତଋତୁ ବେଳକୁ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି ବୋଲି ଭବିଷ୍ୟତବାଣୀ କରିଛନ୍ତି ଦିଲ୍ଲୀ ଏମ୍ସ ନିର୍ଦେଶକ ଡ଼ା. ରଣଦୀପ ଗୁଲେରିଆ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More