ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତୁହିନକାନ୍ତ ପାଣ୍ଡେ କରୋନା‌ରେ ଆକ୍ରାନ୍ତ

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କେନ୍ଦ୍ର ପୁଞ୍ଜି ବି-ନିବେଶ ସଚିବ ତଥା ଓଡ଼ିଶା କ୍ୟାଡେର ଆଇଏଏସ୍ ତୁହିନ କାନ୍ତ ପାଣ୍ଡେ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କର ରିପୋର୍ଟ ପଜିଟିଭ ଆସିବା ପରେ ସେ ନିଜ ଘରେ ହୋମ୍ କ୍ୱାରେଣ୍ଟାଇନରେ ରହିଥିବା ଜଣାପଡିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More