କରୋନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଲେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

30

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ସମ୍ପୂର୍ଣ ସୁସ୍ଥ ହୋଇ ଘରକୁ ଫେରିଲେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଆଜି ସକାଳୁ ତାଙ୍କୁ  ଦିଲ୍ଲୀ ଏମସ୍‌ରୁ  ଡିସଚାର୍ଜ କରାଯାଇଛି। କରୋନାରୁ ଆରୋଗ୍ୟ ଲାଭ କରିବା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କୁ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେ ଏବେ ସମ୍ପୁର୍ଣ୍ଣ ସୁସ୍ଥ ହୋଇଛନ୍ତି ବୋଲି ଏମ୍‌ସ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More