କରୋନା ଆତଙ୍କ : ଭାରତରେ ମୃତ୍ୟୁ ସଂଖ୍ୟା ୪୧୪ , ୧୨ ହଜାର ୩୮୦ ଆକ୍ରାନ୍ତ

17

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କରୋନା ଭୂତାଣୁ ଯୋଗୁ ଭାରତରେ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଗୁରୁବାର ସୁଦ୍ଧା ୧୨ ହଜାର ୩୮୦ରେ ପହଞ୍ଚିଛି। ଏହା ସହିତ ମୃତ୍ୟୁ ସଂଖ୍ୟା ୪୦୦ ଅତିକ୍ରମ କରିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୦ ହଜାର ୪୭୭ ଜଣ ଚିକିତ୍ସାଧୀନ ରହିଛନ୍ତି। ୪୧୪ ଜଣଙ୍କର ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସକାଳ ୮ଟାରେ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More