କରୋନା ଆତଙ୍କ : ମହାରାଷ୍ଟ୍ରରେ ୨୨ ପୁଲିସ କର୍ମଚାରୀ ମୃତ, ସଂକ୍ରମିତ ହେଲେଣି ୨୦୯୫

52

Get real time updates directly on you device, subscribe now.

ମହାରାଷ୍ଟ୍ର ( ଏଜେନ୍ସି ) : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୧ଲକ୍ଷ ୫୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ହଜାର ୫୩୧ ଜଣଙ୍କର ମୃତ୍ୟୁ ହୋଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କେବଳ ୬ ହଜାର ୫୬୬ ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୯୪ ଜଣ ବ୍ୟକ୍ତିଙ୍କର ପ୍ରାଣହାନୀ ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More