କରୋନା ଆତଙ୍କ : ୨୪ ଘଣ୍ଟାରେ ଭାରତରେ ୭୪୬୬ ନୂଆ ସଂକ୍ରମଣ, ୧୭୫ ମୃତ

11

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୪୬୬ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୬୫ ହଜାର ୭୯୯ରେ ପହଞ୍ଚିଛି। ସେହି ସମୟ ମଧ୍ୟରେ ୧୭୫ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More