କରୋନା ପ୍ରଭାବ : ମେ ୩ ଯାଏଁ ବନ୍ଦ ହେଲା ସମସ୍ତ ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନ ସେବା

38

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ମହାମାରୀ କରୋନା ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ପୁଣିଥରେ ମେ ୩ ଯାଏଁ ଲକ୍ ଡାଉନ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଲକ୍ ଡାଉନ ଘୋଷଣା କରିବା ପରେ ଭାରତୀୟ ରେଳ ବିଭାଗ ମେ ୩ ଯାଏଁ ଦେଶର ସମସ୍ତ ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ କରିଥିଲେ । ରେଳ ବିଭାଗ ପରେ ପରେ ଭାରତୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ମଧ୍ୟ ମେ ୩ ତାରିଖ ରାତି ୧୧: ୫୯ ଯାଏଁ ସମସ୍ତ ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିବ ବୋଲି ଟୁଇଟ୍ କରି ଘୋଷଣା କରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More