କାରୋନା ଆତଙ୍କ: ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧୨୧୮, ୩୭ ହଜାର ୩୩୬ ଜଣ ସଂକ୍ରମିତ

13

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଭୂତାଣୁ ଏହାର କାୟା ବିସ୍ତାର କରିବାରେ ଲାଗିଛି। ଶନିବାର ସକାଳ ୮ଟା ସୁଦ୍ଧା ଦେଶରେ ମୃତ୍ୟୁ ସଂଖ୍ୟା ୧୨୦୦ ଅତିକ୍ରମ କରିଛି। ଏହି ମହାମାରୀ ଭୂତାଣୁ ଯୋଗୁ ମୋଟ ୧୨୧୮ ଜଣ ପ୍ରାଣ ହରାଇଥିବାବେଳେ ୩୭ ହଜାର ୩୩୬ ଜଣ ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ହଜାର ୧୬୭ ଜଣ ଏବେ ଚିକିତ୍ସାଧୀନ ଥିବାବେଳେ ୯୯୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି। ତେବେ ଗତ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୭୧ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More