କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ କରୋନାରେ ଆକ୍ରାନ୍ତ

23

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ରିପୋର୍ଟ ପଜିଟିଭ ଆସିବା ପରେ ସେ ଏବେ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ଯାଉଛନ୍ତି । ଟ୍ୱିଟରରେ ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ମନ୍ତ୍ରୀ ନିଜେ ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More