କେନ୍ଦ୍ର ସରକାର ଉଜ୍ଜ୍ଵଳା ଯୋଜନା ହିତାଧିକାରୀଙ୍କ ପାଇଁ ସିଲିଣ୍ଡର ପିଛା ଏଲପିଜି ସବସିଡି ଶହେ ଟଙ୍କା ବୃଦ୍ଧି

69

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି) : କେନ୍ଦ୍ର ସରକାର ଉଜ୍ଜ୍ଵଳା ଯୋଜନା ହିତାଧିକାରୀଙ୍କ ପାଇଁ ସିଲିଣ୍ଡର ପିଛା ଏଲପିଜି ସବସିଡି ଶହେ ଟଙ୍କା ବୃଦ୍ଧି କରିଛନ୍ତି। ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର କହିଛନ୍ତି ଯେ ଏକ ପ୍ରମୁଖ ନିଷ୍ପତ୍ତି ଅନୁଯାୟୀ କେନ୍ଦ୍ର କ୍ୟାବିନେଟ ଏଲପିଜି ସବସିଡି ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ଏହାକୁ ୨୦୦ ଟଙ୍କାରୁ ସିଲିଣ୍ଡର ପିଛା ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More