ଝାଡଖଣ୍ଡ ଏବଂ କର୍ଣ୍ଣାଟକରେ ଭୂକମ୍ପ ଝଟ୍‌କା ଅନୁଭୂତ

15

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଶୁକ୍ରବାର ସକାଳେ ଝାଡଖଣ୍ଡ ଏବଂ କର୍ଣ୍ଣାଟକରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି । ସକାଳ ୫ଟା ୫୫ମିନିଟ୍ ରେ ଲୋକମାନେ ଭୂକମ୍ପ ଝଟ୍‌କା ଅନୁଭବ କରିଥିଲେ । ଝାଡଖଣ୍ଡର ଜାମସେଦପୁରରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିବାବେଳେ କର୍ଣ୍ଣାଟକର ହାମ୍ପିରେ ୪ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ଉଭୟ ସ୍ଥାନରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More