ଡିସେମ୍ବର ୭ରୁ ସଂସଦର ଶୀତକାଳୀନ ଅଧିବେଶନ

25

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି ) :-   ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତା ମାସ ୭ ତାରିଖରୁ ଆରମ୍ଭ ହେବ । ଏହି ଅଧିବେଶନ ଡିସେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଛନ୍ତି ଏହି ୨୩ ଦିନିଆ ଶୀତକାଳୀନ ଅଧିବେସନରେ ୧୭ଟି କାର୍ଯ୍ୟ ଦିବସ ରହିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More