ଦିଲିପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ

28

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କୋଇଲା ଖାଦାନ ଆବଣ୍ଟନ ମାମଲାରେ ଅନିୟମିତତା ନିମନ୍ତେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲିପ ରାୟ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ସିବିଆଇ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି। ଏହି ମାମଲାରେ ଜଡିତ ଅନ୍ୟ ଦୁଇ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ମଧ୍ୟ ସିବିଆଇ ସ୍ୱତନ୍ତ୍ର ଅଦାଲତ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ କରିଛନ୍ତି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More