ଦିଲ୍ଲୀ ଏମ୍ସରେ ଆଜିଠୁ କରୋନାର ସ୍ୱଦେଶୀ ଟିକା କୋଭାକ୍ସିନ୍‌ର ହ୍ୟୁମାନ ଟ୍ରାଏଲ

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କରୋନାର ସ୍ୱଦେଶୀ ଟିକା କୋଭାକ୍ସିନକୁ ନେଇ ବଢୁଛି ଆଶା। ଦିଲ୍ଲୀର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ (ଏମ୍ସ)ରେ ଆଜିଠାରୁ କୋଭାକ୍ସିନର ହ୍ୟୁମାନ ଟ୍ରାଏଲ ଆରମ୍ଭ ହେବାକୁ ଯାଉଥିବା ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More