ଦେଶରେ ଆଜି ସୁଦ୍ଧା୯ ହଜାର ୬୫ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି।

26

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଆଜି (ମେ’ ୨ ଶନିବାର) ସକାଳ ସୁଦ୍ଧା ଦେଶରେ ୯ ହଜାର ୬୫ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଦେଶରେ ଆରୋଗ୍ୟ ହାର ୨୫.୩୭% ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ୨୫ ହଜାର ୧୪୮ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି। ଏହି ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୧୧୫୨ରେ ପହଂଚିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More