ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩,୦୫୦ ରେ ପହଞ୍ଚିଲା , ୧୦୭୪ ଜଣଙ୍କର ମୃତ୍ୟୁ

55

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ଅତିକ୍ରମ କରିଛି । ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩,୦୫୦ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ୮,୩୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୪ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More