ଦେଶରେ କରୋନା ଆତଙ୍କ : ୨୪ ଘଣ୍ଟାରେ ୫୬୧୧ ନୂଆ ସଂକ୍ରମିତ, ୧୪୦ ମୃତ

23

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଭୂତାଣୁ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୫୬୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୪୦ ଜଣ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬ ହଜାର ୭୫୦ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୩୩୦୩କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୪୨ ହଜାର ୨୯୮ ଜଣ ସୁସ୍ଥ ହୋଇଥିବାବେଳେ ୬୧ ହଜାର ୧୪୯ ଜଣ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More