ଦେଶରେ କୋଭିଡ୍‍-୧୯ ଆରୋଗ୍ୟ ହାର ୫୮.୨୪%କୁ ବୃଦ୍ଧି

13

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କୋଭିଡ୍‍-୧୯ ଆରୋଗ୍ୟ ହାର ୫୮.୨୪%କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩,୯୪୦ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିବା  ସହ ମୋଟ୍‍ ୨ଲକ୍ଷ ୮୫ ହଜାର ୬୩୭ ଜଣ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ଦେଶର ବିିଭିନ୍ନ ହସ୍ପିଟାଲରେ ୧ ଲକ୍ଷ ୮୯ ହଜାର ୪୬୩ ଜଣ ସଂକ୍ରମିତ ବ୍ୟକ୍ତିଙ୍କର ଚିକିତ୍ସା ଚାଲିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More