ଦେଶରେ ଗତ ୨୪ ଘଣ୍ଟାରେ ୨୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ମୋଟ ସଙ୍କ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୭୮ ହଜାର ୨୫୪କୁ ବୃଦ୍ଧି

30

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ସାରା ବିଶ୍ବକୁ କବଳିତ କରି ରଖିଛି ମହାମାରୀ କରୋନା । ଭାରତରେ ମଧ୍ୟ ମହାମାରୀ କରୋନା ସ୍ଥିତି ଅନିୟନ୍ତ୍ରିତ ହେଉଛି । ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଦେଶରେ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା। ପ୍ରତିଦିନ ଦେଶରେ ୨୮ ହଜାର ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବାସହ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୯ ଲକ୍ଷର ନିକଟତର ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୩ ହଜାର ପାର ହେଲାଣି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More