ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୫ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୫୬୮

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ସାରାଦେଶରେ କୋବିଦ-୧୯ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୫୬୮ରେ ପହଞ୍ଚିଛି ଓ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୯୫ ଜଣଙ୍କର ମୃତ୍ୟୁ ଘଟିଛି । ସମ୍ଭବତଃ କିଛି ରାଜ୍ୟ କରୋନା ସଂକ୍ରମଣ ଓ ନୂତନ ସଂକ୍ରମିତ ଓ ମୃତ୍ୟୁକୁ ନେଇ ସଠିକ୍ ତଥ୍ୟ ଦେଉ ନ ଥିବାରୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More