ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ କରୋନା ରୋଗୀ ସୁସ୍ଥ, ସାମଗ୍ରିକ ଆରୋଗ୍ୟ ହାର ୨୫%

45

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ଲୋକ କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥ ବା ଆରୋଗ୍ୟ ହାର ୨୫.୧୯ ପ୍ରତିଶତକୁ ବୃଦ୍ଧି ପାଇଛି । ନୂଆଦିଲ୍ଲୀଠାରେ ଏହି ସାମ୍ବାଦିକ ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ଗୃହ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର କରୋନା ଭୂତାଣୁ ବିଷୟରେ ନୂତନ ସୂଚନା ଦିଆଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରୱାଲ କହିଛନ୍ତି ଯେ ୨୪ ଘଣ୍ଟା ମଧ୍ୟରେ ୬୩୦ ଲୋକ ସୁସ୍ଥ ହୋଇଛନ୍ତି ଏବଂ ମୋଟ ଆରୋଗ୍ୟ ହାର ୨୫.୧୯ ପ୍ରତିଶତ ରହିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More