ଦେଶରେ ଗୋଟିଏ ଦିନରେ ୬୯ ହଜାର ୮୭୪ ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ,୭୫, ୭୦୨କୁ ବୃଦ୍ଧି

30

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ ଗୋଟିଏ ଦିନରେ ୬୯ ହଜାର ୮୭୪ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୨୯ ଲକ୍ଷ ୭୫ ହଜାର ୭୦୨କୁ ବୃଦ୍ଧି ପାଇଛି। ତେବେ କରୋନା ଆରୋଗ୍ୟ ହାର ୭୪.୬୯ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୩ ହଜାର ୬୩୧ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିବା ପରେ ନିଜ ନିଜ ଘରକୁ ଫେରିଛନ୍ତି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More