ଦେଶରେ ଗୋଟେ ଦିନରେ ୭୬ ହଜାର ୪୭୨ କରୋନା ପଜିଟିଭ୍‌ ଚିହ୍ନଟ ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪, ୬୩,୯୭୨କୁ ବୃଦ୍ଧି

21

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୬ ହଜାର ୪୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ଲକ୍ଷ ୬୩ ହଜାର ୯୭୨ରେ ପହଞ୍ଚିଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More