ଦେଶରେ ଦିନକରେ ୬୯ ହଜାର ୬୫୨ଆକ୍ରାନ୍ତ, ମୋଟ ସଙ୍କ୍ରମିତଙ୍କ ସଂଖ୍ୟା ୨୮ ଲକ୍ଷ ୩୬ ହଜାର ୯୨୬କୁ ବୃଦ୍ଧି

23

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ ଦିନକରେ ୬୯ ହଜାର ୬୫୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୯୭୭ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୩୬ ହଜାର ୯୨୬କୁ ବୃଦ୍ଧି ପାଇଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩ ହଜାର ୮୬୬ରେ ପହଞ୍ଚିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More