ଦେଶରେ ଦିନକରେ ୯୮୩ ମୁଣ୍ଡ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୫୪ ହଜାର ୮୪୯କୁ ବୃଦ୍ଧି

22

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ ଦିନକରେ ୯୮୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି। ଏହାସହିତ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪ ହଜାର ୮୪୯ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More