ଦେଶରେ ୧୨୭୫୯ କରୋନା ଭୂତାଣୁ ସଂକ୍ରମିତ ଓ ୪୨୦ ମୃତ

38

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୨,୭୫୯ରେ ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୪୨୦ ହୋଇଛି। ସଂକ୍ରମିତଙ୍କ ମଧ୍ୟରୁ ୧୫୧୫ ଜଣ ସୁସ୍ଥ ହୋଇଛନ୍ତି ବୋଲି ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More