ଦେଶରେ ୧୫ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୩୪ ହଜାର ପାର୍‌

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ସଂକ୍ରମଣ ତୀବ୍ର ବେଗରେ ବୃଦ୍ଧି ପାଉଛି। ବୁଧବାର ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ଅତିକ୍ରମ କରିଥିବାବେଳେ ମୃତକଙ୍କ ସଂଖ୍ୟା ୩୪ ହଜାର ପାର୍‌ ହୋଇଛି। ଗତ ୨୪ ଘଣ୍ଟାରେ ୪୮ ହଜାର ୫୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୭୬୮ ରୋଗୀ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ୩୧ ହଜାର ୬୬୯କୁ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୩୪ ହଜାର ୧୯୩ରେ ପହଞ୍ଚିଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More