ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୨୭ ହଜାର ୧୧୪ ସଂକ୍ରମିତ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୦ ହଜାର ୯୧୬କୁ ବୃଦ୍ଧି

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) :ଦେଶରେ କରୋନା ଦିନକୁ ଦିନ ନୂଆ ରେକର୍ଡ କରିବାରେ ଲାଗିଛି। ନିୟମିତ ଭାବେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଛି। ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୨୭ ହଜାର ୧୧୪ ନୂଆ​‌ ରୋଗୀ ଚିହ୍ନଟ ହେବା ପରେ ଶନିବାର ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୨୦ ହଜାର ୯୧୬ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୫୧୯ ରୋଗୀଙ୍କ ମୃତ୍ୟୁ ଘଟିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More