ଦେଶରେ ୨୪ ଘଣ୍ଟାରେ ୧୩ ହଜାର ୫୮୬ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୩୫୨କୁ ବୃଦ୍ଧି

13

Get real time updates directly on you device, subscribe now.

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଯୋଗୁ ଦୈନିକ ସଂକ୍ରମିତ ସଂଖ୍ୟା ନିୟମିତ ବୃଦ୍ଧି ପାଇବାରେ ଲାଗିଛି, ଯାହା ଏକ ଚିନ୍ତାର ବିଷୟ ପାଲଟିଛି । ତେବେ ଆଜି ସକାଳ ଅର୍ଥାତ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ହଜାର ୫୮୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ଆଜି ସକାଳ ସୁଦ୍ଧା ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୩୫୨କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More