ଦେଶରେ ୨୪ ଘଣ୍ଟାରେ ୨୬ ହଜାର ନୂଆ କାରୋନା ରୋଗୀ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୩ ହଜାର ୮୦୨କୁ ବୃଦ୍ଧି

22

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ରେକର୍ଡ ପରେ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ପୁଣି ରେକର୍ଡ ସଂଖ୍ୟକ ୨୬ ହଜାର ୫୦୬ ନୂଆ​‌ ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୩ ହଜାର ୮୦୨ରେ ପହଞ୍ଚିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More