ଦେଶରେ ୨୪ ଘଣ୍ଟାରେ ୩୧୨ ଜଣଙ୍କ ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୧୪ ହଜାର ୧୧କୁ ବୃଦ୍ଧି

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୪ ହଜାର ଅତିକ୍ରମ କରିଛି। ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ ମୋଟ ୧୪ ହଜାର ୧୧ ଜଣ ଏହି ମହାମାରୀ ଭୂତାଣୁରେ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟାରେ ୩୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୪ ହଜାର ୯୩୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୪୦ ହଜାର ୨୧୪କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More