ଦେଶରେ ୨୪ ଘଣ୍ଟାରେ ୩୪ ହଜାର ୮୮୪ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬କୁ ବୃଦ୍ଧି

27

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ ନିୟନ୍ତ୍ରଣକୁ ଆସୁନି କରୋନାର ସ୍ଥିତି। ପ୍ରତିଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା। ଏହାରି ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ଲକ୍ଷ ଟପି ସାରିଛି। ଶୁକ୍ରବାର ଗୋଟିଏ ଦିନରେ ୩୪,୯୫୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶନିବାର ପୁଣି ୩୪ ହଜାର ୮୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬ରେ ପହଞ୍ଚିଛି। ଅନ୍ୟପଟେ ଶନିବାର ଆଉ ୬୭୧ ସଂକ୍ରମିତଙ୍କ ମୃତ୍ୟୁ ସହିତ ମୋଟ କରୋନା ମୃତ୍ୟୁସଂଖ୍ୟା ୨୬,୨୭୩ ରେ ପହଞ୍ଚିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More