ଦେଶରେ ୨୪ ଘଣ୍ଟାରେ ୫୭,୧୧୭ କାରୋନା ପଜିଟିଭ୍ ଚିହ୍ନଟ

31

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ପ୍ରତି ଦିନରେ ନୂଆ ନୂଆ ରେକର୍ଡ କରୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଦେଶରେ ନୂଆ ରେକର୍ଡ ସହ ଗତ ୨୪ ଘଣ୍ଟାରେ ୫୭ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୭ ହଜାର ୧୧୭ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ୯୫ ହଜାର ୯୮୮ରେ ପହଞ୍ଚିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More