ଦେଶରେ ୨୪ ଘଣ୍ଟାରେ ୬୧, ୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

18

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି। ୨୪ ଘଣ୍ଟାରେ ୬୧ ହଜାର ୨୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୮୮୪ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More