ଦେଶରେ ୨୪ ଘଣ୍ଟାରେ ୯୯୮୫ ନୂଆ କାରୋନା ସଂକ୍ରମିତ ଚିହ୍ନଟ, ୨୭୯ ମୃତ

54

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଭୂତାଣୁ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ବୁଧବାର ସକାଳ ସାଢ଼େ ୯ଟା ସୁଦ୍ଧା​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୬ ହଜାର ୫୮୩ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୭୭୪୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୩୫ ହଜାର ୨୦୬ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧ଲକ୍ଷ ୩୩ ଜହାର ୬୩୨ ଜଣ ଏବେ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯୮୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୭୯ ଜଣଙ୍କର ମୃତ୍ୟୁ ଘଟିଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More