ଦେଶରେ ୨୪ ଘଣ୍ଟାରେ ୯୯୮୭ ନୂଆ ସଂକ୍ରମିତ ଚିହ୍ନଟ, ୨୬୬ ମୃତ

15

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯୮୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୬୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସଂଖ୍ୟାକୁ ମିଶାଇଲେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୬ ହଜାର ୫୯୮ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୭୪୬୬କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୯ ହଜାର ୯୧୭ ଜଣ ଚିକିତ୍ସାଧୀନ ଥିବାବେଳେ ୧ ଲକ୍ଷ ୨୯ ହଜାର ୨୧୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More