ନିଟ୍‍ ପେପର ଲିକ୍‍ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି

25

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି) : – ନିଟ୍‍ ପେପର ଲିକ୍‍ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି । ବଡ ଧରଣର ପେପର ଲିକ୍‍ ହୋଇନଥିବା କହିଛନ୍ତି ସୁପ୍ରିମକୋର୍ଟ । କେବଳ ପାଟନା ଓ ହଜାରୀବାଗରେ ପେପର ଲିକ୍‍ ସୀମିତ । ପୁନଃ ପରୀକ୍ଷା ଆବେଦନକୁ ଖାରଜ କଲେ ସର୍ବୋଚ୍ଚ ଅଦାଲତ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More